ରାଜଘାଟକୁ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜଘାଟକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

pmଗାନ୍ଧିଜୀଙ୍କ ଜୀବନୀ ଓ ତାଙ୍କ ଆଦର୍ଶ ନେଇ ସମ୍ପର୍କରେ ବହୁତ କିଛି ଶିଖିବାକୁ ଅଛି ବୋଲି ମୋଦି କହିଛନ୍ତି । ଏହି ଅବସରରେ ରାଜଘାଟରେ ଭଜନ କୀର୍ତ୍ତନର ଆୟୋଜନ କରାଯାଇଛି। ଏହାପରେ ପ୍ରଧାନମନ୍ତ୍ରୀ ବିଜୟ ଘାଟରେ ପହଞ୍ଚି ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୧୬ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.