କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଆଜି ୪୦୬ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ୫୨, କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୪୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ , କଟକ ଜିଲ୍ଲାରୁ ୨୭ , ସମ୍ବଲପୁର ଜିଲ୍ଲାରୁ ୨୬ , ବଲାଙ୍ଗୀର, ଯାଜପୁର ଜିଲ୍ଲାରୁ ୨୪ ଜଣ ଲେଖାଏଁ, ମୟୂରଭଂଜ ଜିଲ୍ଲାରୁ ୨୨, ପୁରୀ ଜିଲ୍ଲାରୁ ୧୮ , ବରଗଡ଼ ଜିଲ୍ଲାରୁ ୧୭ ଜଣ, ଅନୁଗୁଳ ଜିଲ୍ଲାରୁ ୧୫, ବାଲେଶ୍ୱର ଜିଲ୍ଲାରୁ ୧୧ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Another 406 Covid patients have recovered and are being discharged on 25.12.2020
52 from Sundargarh
42 from Khordha
35 from Kendrapara
27 from Cuttack
26 from Sambalpur
24 from Bolangir
24 from Jajapur
22 from Mayurbhanj
18 from Puri
17 from Bargarh
15 from Anugul— H & FW Dept Odisha (@HFWOdisha) December 25, 2020
1 from Sonepur
11 from State PoolThe total recovered cases of Odisha now stand at 323378
— H & FW Dept Odisha (@HFWOdisha) December 25, 2020
ସେହିପରି ଦେବଗଡ଼ରୁ ୯, ନବରଂଗପୁର ଜିଲ୍ଲାରୁ ୯ , ନୂଆପଡ଼ା ଜିଲ୍ଲାରୁ ୮, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ୬ ଜଣ ଲେଖାଏଁ, ଜଗତସିଂହପୁର, ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଭଦ୍ରକ, ଗଂଜାମ, ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ , ବୌଦ୍ଧ, ଗଜପତି, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୭୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।