କେନ୍ୟୁଜ୍(ବ୍ୟୁରୋ): ଆଜି ରାଜ୍ୟରୁ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୨୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୨୦ଜଣ, ସମ୍ବଲପୁରରୁ ୧୯ଜଣ, ଅନୁଗୁଳରୁ ୧୩ଜଣ, ଯାଜପୁରରୁ ୮ଜଣ, ବରଗଡ଼ରୁ ୬ଜଣ, ଭଦ୍ରକରୁ ୬ଜଣ, କେନ୍ଦୁଝରରୁ ୪ଜଣ, ନୂଆପଡ଼ାରୁ ୪ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ୩ଜଣ ଓ ଦେବଗଡ଼ରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
3 from Jagatsinghpur
3 from Jharsuguda
3 from Khordha
2 from Gajapati
2 from Ganjam
2 from Mayurbhanj
2 from Sonepur
1 from Baleswar
1 from Boudh
1 from Kalahandi
1 from State PoolThe total recovered cases of Odisha now stand at 331667
— H & FW Dept Odisha (@HFWOdisha) January 28, 2021
ସେହିପରି ଜଗତସିଂହପୁରରୁ ୩ଜଣ, ଝାରସୁଗୁଡ଼ାରୁ ୩ଜଣ, ଖୋର୍ଧାରୁ ୩ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୨ଜଣ, ମୟୁରଭଞ୍ଜରୁ ୨ଜଣ, ସୁବର୍ଣ୍ଣପୁରରୁ ୨ଜଣ, ବାଲେଶ୍ବରରୁ ଜଣେ, ବୌଦ୍ଧରୁ ଜଣେ, କଳାହାଣ୍ଡିରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୩୩୧୬୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି।