ଭୁବନେଶ୍ବର: ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଘୋଷଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ୬୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଲେଖାଏଁ ବୀମା ମିଳିବ। କରୋନାରେ ମୃତ୍ୟୁବରଣ କଲେ ମିଳିବ ୧୫ ଲକ୍ଷ ଟଙ୍କା ସହାୟତା।