ଦେଶରେ ୨୪ ଘଣ୍ଟାରେ ୭୦ ହଜାର ୪୨୧ ଜଣ କରୋନାରେ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : କମୁଛି କରୋନା ଗ୍ରାଫ। ଦେଶରେ ୨୪ ଘଣ୍ଟାରେ ୭୦ ହଜାର ୪୨୧ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ୭୨ ଦିନରେ ଏହା ସର୍ବନିମ୍ନ ସଂକ୍ରମଣ। ୩,୯୨୧ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ। ସୁସ୍ଥ ହୋଇଛନ୍ତି ୧ଲକ୍ଷ ୧୯ହଜାର ୫୦୧। ଆଜିକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ ଲକ୍ଷ ୧୦ହଜାର ୪୧୦ରେ ପହଞ୍ଚିଛି। ମୃତ୍ୟୁ ସଂଖ୍ୟା ୩ଲକ୍ଷ ୭୪ ହଜାର ୩୦୫ରେ ପହଞ୍ଚିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.