ପୁରୀ(କେନ୍ଯୁଜ୍): ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ହେବ ସେବାୟତଙ୍କ କୋଭିଡ ଟେଷ୍ଟ । ଆଜିଠୁ ୩ ଦିନ ଧରି ଟେଷ୍ଟ କରାଯିବ । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ ବାହୁଡା ଯାତ୍ରାରେ ସାମିଲ ହେବାକୁ ଅନୁମତି ମିଳିବ।
ପୂର୍ବ ନିଷ୍ପତ୍ତି ଅନୁଯାୟୀ ନୀଳାଦ୍ରି ବିଜେ ପରେ ମଧ୍ୟ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା।