ଚଳିତ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର(କେନ୍ଯୁଜ୍): ଚଳିତ ସପ୍ତାହରେ ବାହାରିବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ଚଳିତ ବର୍ଷ କଳା ଓ ଧନ୍ଦାମୂଳକରେ ୨ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

ଜୁଲାଇ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ବାହାରିଥିଲା। ଚଳିତବର୍ଷ କରୋନା ଦ୍ୱିତୀୟ ଲହର ପାଇଁ ପରୀକ୍ଷା ହୋଇନାହିଁ । ତେଣୁ ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଅଫଲାଇନ ପରୀକ୍ଷା ଦେଇପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.