କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ହଜାର ୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭିଟି ରେଟ୍ ରହିଛି ୧.୫୩ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୬୪ ପ୍ରତିଶତ । ୨୪ ଘଣ୍ଟାରେ ୬୯ ହଜାର ୩୫ ଟେଷ୍ଟିଂ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କଟକରୁ ୧୬୨, ଯାଜପୁରରୁ ୭୭, ବାଲେଶ୍ୱରରୁ ୩୮ ରହିଛି କରୋନା କେସ୍ । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୧୦ ହଜାର ୪୨୮ ।