୧୦ ବର୍ଷର ରେକର୍ଡ ଭାଙ୍ଗିଲା ହୀରାକୁଦ ଜଳସ୍ତର, ପହଞ୍ଚିଲା ସର୍ବୋଚ୍ଚସ୍ତରରେ

ସମ୍ବଲପୁର(କେନ୍ଯୁଜ୍): ୧୦ ବର୍ଷର ରେକର୍ଡ ଭାଙ୍ଗିଲା ହୀରାକୁଦ ଜଳସ୍ତର। ୧୦ ବର୍ଷ ପରେ ସର୍ବୋଚ୍ଚସ୍ତରରେ ପହଞ୍ଚିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୫୨ ଫୁଟ୍‌ ରହିଛି। ଏବେ ମୋଟ ୮ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି।

ଆଗକୁ ଜଳଭଣ୍ଡାର ସ୍ଥିତି ଦେଖି କର୍ତ୍ତୁପକ୍ଷ ଆଉ ଗେଟ୍‌ ଖୋଲାଯିବ କି ନାହିଁ ସେନେଇ ନିଷ୍ପତ୍ତି ନେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.