ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାସହିତ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିନ୍ତା ବଢାଉଛନ୍ତି ୦ରୁ ୧୮ ବର୍ଷ ବର୍ଗୀୟ । ୫୪୫ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ । ଏହା ସହିତ କ୍ବାରେଣ୍ଟାଇନରୁ ୩୧୯ ଜଣ ଏବଂ ଲୋକାଲ୍ କେସରୁ ୨୨୬ ଜଣ ସଂକ୍ରମିତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.