ରାଜଧାନୀରେ ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଘରେ ପଶି ମାଆ,ଝିଅଙ୍କୁ ଛୁରାମାଡ଼

ଭୁବନେଶ୍ବର(କେନ୍ଯୁଜ୍): ରାଜଧାନୀରେ ଘରେ ପଶି ମାଆଝିଅଙ୍କୁ ଛୁରାମାଡ଼ ଅଭିଯୋଗ । ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳରେ ମାଆ-ଝିଅଙ୍କୁ ଛୁରାମାଡ଼ । ଦୁଇ ପରିବାର ମଧ୍ୟରେ ଝଗଡ଼ାରୁ ଛୁରାମାଡ଼ ହୋଇଛି । ଦୁଇ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ପ୍ରେମ ବ୍ୟାପାରରୁ ଛୁରାରେ ଆକ୍ରମଣ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.