ରାଜ୍ଯରେ ଗତ ୨୪ଘଣ୍ଟାରେ ୩୩୨୯ କରୋନା ପଜିଟିଭ୍ ଚିହ୍ନଟ, ୧୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଲଗାତାର ୫ ଦିନ ହେଲା ୫ହଜାର ତଳେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ ରାଜ୍ଯରେ ୧୮ ଆକ୍ରାନ୍ତଙ୍କ ମୃତ୍ଯୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.