କମିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୫୧,୩୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୮୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ନିଶାସକ୍ତ ବାପା ପାଖରେ ରାହା ଧରି କାନ୍ଦୁଥିଲା ଦେଢ଼ ମାସର ଛୁଆ, ସ୍ତନ୍ୟପାନ କରାଇ ଜୀବନ ବଞ୍ଚାଇଲେ ମହିଳା କନେଷ୍ଟବଳ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.