ଅତ୍ୟନ୍ତ ଶୁଭ ହୋଇଥାଏ ସ୍ୱପ୍ନରେ ଦେଖାଦେଲେ ଧଳା ରଂଗର ଗାଇ, ଜାଣନ୍ତୁ କ’ଣ ଏହାର ଅର୍ଥ
ସ୍ୱପ୍ନ ବଡ଼ ବିଚିତ୍ର ହୋଇଥାଏ । ଏହା କାହାର ଅଧୀନରେ ନଥାଏ । ଏହା କେତେବେଳେ ଆସିବ କହି କରି ଆସିନଥାଏ । କିଛି ସ୍ୱପ୍ନ ନିଦରୁ ଉଠିବା ପରେ ମନେ ରହିଥାଏ ତ କିଛି ସ୍ୱପ୍ନ ଭୁଲି ହୋଇଯାଇଥାଏ । କେବେ କେବେ ଖରାପ ସ୍ୱପ୍ନ ବ୍ୟକ୍ତିକୁ ଡରାଇ ଦେଇଥାଏ । ଫଳରେ ବ୍ୟକ୍ତି ଶୋଇ ପାରିନଥାଏ । ଛୋଟ ପିଲାଙ୍କୁ ଯଦି ଖରାନ ସ୍ୱପ୍ନ ଆସେ ସେମାନେ ହଡବଡ ଭାବେ ନିଦରୁ ଉଠି ପଡ଼ିଥାନ୍ତି । କିଛି ଏମିତି ସ୍ୱପ୍ନ ଅଛି ଯାହାକୁ ଦେଖିଲେ ବହୁତ ଅଶୁଭ ହୋଇଥାଏ । ତେବେ ଏହି ସବୁ ସ୍ୱପ୍ନକୁ ଅଣଦେଖା ନକରି ଯଦି ଏହାର ଅର୍ଥ ବୁଝିବେ ଏହାର ଲାଭ ଆପଣ ଉଠାଇ ପାରିବେ । ଆସନ୍ତୁ ଜାଣିବା କ’ଣ ସେହି ସ୍ୱପ୍ନ ।