୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବାଲିଅନ୍ତା ଆରଆଇ

କଟକ(କେନ୍ୟୁଜ୍): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଆରଆଇ ଦେବଦତ୍ତ ବିଶ୍ୱାଳ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ୪୭ ଡେସିମିଲ ଜମିକୁ ଭାଇ ମାନଙ୍କ ମଧ୍ୟରେ ଭାଗ କରାଇଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏଥିପାଇଁ ୪୦ ହ୦ଜାର ଟଙ୍କା ଦାବି କରିଥିଲେ ଦେବଦତ୍ତ । ତେବେ ପ୍ରଥମେ ୨୦ ହଜାର ଟଙ୍କା ଅଗ୍ରୀମ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.