ପରିବାର ଅଦାଲତରେ ଶୁଣାଣି ପାଇଁ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ, ଆଜି ପୁଣି ହୋଇପାରେ କାଉନସେଲିଂ

କଟକ(କେନ୍ୟୁଜ୍): ବହୁଚର୍ଚ୍ଚିତ ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ପାରିବାରିକ ବିବାଦ ମାମଲା । ପରିବାର ଅଦାଲତରେ ଶୁଣାଣି ପାଇଁ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ।

ଗତ ୧୪ ତାରିଖରେ ଉଭୟ ପରିବାର ଅଦାଲତରେ ହାଜର ହୋଇଥିଲେ । ବିଚାରପତି ସେଦିନ କାଉନସେଲିଂ କରିଥିଲେ ମଧ୍ୟ ସଫଳତା ମିଳି ନ ଥିଲା । ଆଜି ପୁଣି ଉଭୟଙ୍କ ମଧ୍ୟରେ କାଉନସେଲିଂ ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.