ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର(କେନ୍ୟୁଜ୍): ବିଜେଡିରୁ ରାଜେନ୍ଦ୍ର ଦାସ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟକଳାପ ଯୋଗୁ ବହିଷ୍କୃତ ହେଲେ ରାଜେନ୍ଦ୍ର ଦାସ। ଧାମନଗର ବିଧାନସଭା ଉପନିର୍ବାଚନରେ ବିଜେଡି ଟିକେଟ ନମିଳିବାରୁ ସ୍ୱାଧୀନ ଭାବେ ଛିଡା ହୋଇଛନ୍ତି ରାଜେନ୍ଦ୍ର। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.