ସୁପ୍ରିମକୋର୍ଟରେ ଓଡ଼ିଶା ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କ ଲାଇସେନ୍ସ ବାତିଲ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍): ସୁପ୍ରିମକୋର୍ଟରେ ଓଡ଼ିଶା ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗ। ଆନ୍ଦୋଳନକାରୀ ଆଇନଜୀବୀଙ୍କ ଲାଇସେନ୍ସ ବାତିଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆନ୍ଦୋଳନ କରୁଥିବା ବାର ଆସୋସିଏସନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି।

କୋର୍ଟ କାର୍ଯ୍ୟ ସୁଚାରୁରୂପେ ପରିଚାଳନା ପାଇଁ ପର୍ଯ୍ୟାପ୍ତ ପୋଲିସ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶତ ପ୍ରତିଶତ କୋର୍ଟ କାର୍ଯ୍ୟ ସମ୍ପାଦନ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.