ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୯୦ ଟଙ୍କା ରହିଛ।
କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ଓ ୬୧ ,୮୦୦ ଟଙ୍କା ହୋଇଛି।