ଆଜି ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ବିଳମ୍ବ ନ କରି ଜଲଦି ଜାଣନ୍ତୁ ତାଜା ଅପଡେଟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ଓ ୬୦ ,୮୭୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଛନ୍ତି କି ? ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୦୦ ଟଙ୍କା ଓ ୬୦ ,୮୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୮୦୦ ଟଙ୍କା ଓ ୬୦,୮୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୯୫୦ ଟଙ୍କା ଓ ୬୧,୦୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧, ୩୬୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୮୦୦ ଟଙ୍କା ଓ ୬୦,୮୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.