ଦିନକ ପରେ ପ୍ରକାଶ ପାଇବ+୨ ପରୀକ୍ଷା ଫଳ, CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା
CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪,୩୩୧ ଜଣ ପରୀକ୍ଷା ଦେଇଥିଲେ । ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ ହୋଇଥିଲା ପରୀକ୍ଷା ।
କେନ୍ୟୁଜ୍(ବ୍ୟୁରୋ): ଦିନକ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪,୩୩୧ ଜଣ ପରୀକ୍ଷା ଦେଇଥିଲେ । ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ ହୋଇଥିଲା ପରୀକ୍ଷା ।