ଆସିଲାଣି ପାର୍ବଣ ଋତୁ: ସୁନା କିଣିବାକୁ ଚାହୁଁଥିଲେ, ଯାଞ୍ଚ କରିନିଅନ୍ତୁ ଆଜିର ମୂଲ୍ୟ…

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୦୦ ଟଙ୍କା ଟଙ୍କା ଓ ୫୯,୮୯୦ ଟଙ୍କା ହୋଇଛି।

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୦୦ ଟଙ୍କା ଟଙ୍କା ଓ ୫୯,୮୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୯୦୦ ଟଙ୍କା ଓ ୫୯,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୦୫୦ ଟଙ୍କା ଓ ୬୦,୦୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୩୨୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୦୦ ଟଙ୍କା ଓ ୫୯,୮୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ଟଙ୍କା ରହିଥିବା ନେଇ ହୋଇଛି।

Leave A Reply

Your email address will not be published.