ରାଜ୍ୟରେ କମିଲା ସୁନା ଦର, ଚେକ୍ କରନ୍ତୁ ଆଉ କିଣିଆଣାନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ ଟଙ୍କା ଓ ୫୯,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୭୮୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୨୦୦ ଟଙ୍କା ରହିଥିବା ନେଇ ହୋଇଛି।

 

Leave A Reply

Your email address will not be published.