Below header

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଭିଜିଲାନ୍ସ ରେଡ୍‌ ।

ନବରଙ୍ଗପୁର (କେନ୍ୟୁଜ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଡି ଏସ୍‌-ଥ୍ରୀ ସିନେମା ହଲ ନିକଟ ଭଡ଼ା ଘରେ ଚାଲିଛି ଭଜିଲାନ୍ସ ଟିମର ଚଢ଼ାଉ । ଭିଜିଲାନ୍ସର ୫ଜଣିଆ ଟିମ ଜୟପୁର ଓ ନବରଙ୍ଗପୁର ସମେତ ୪ଟି ସ୍ଥାନରେ ଚଢ଼ାଉ କରିଥିବା ସୂଚନା ଜୟପୁର ଭିଜିଲାନ୍ସ ଟିମ ପକ୍ଷରୁ ମିଳିଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.