ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୨୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୪୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ଟଙ୍କା ଓ ୬୧,୯୭୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୨୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୪୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ଟଙ୍କା ଓ ୬୧,୯୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୮୦୦ ଟଙ୍କା ଓ ୬୧,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୯୫୦ ଟଙ୍କା ଓ ୬୨,୧୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୭୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୯୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୨୦୦ଟଙ୍କା ରହିଥିବା ନେଇ ହୋଇଛି।

Leave A Reply

Your email address will not be published.