କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୫୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୮୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ଟଙ୍କା ଓ ୬୩ ,୨୩୦ ଟଙ୍କା ହୋଇଛି।
ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ତେବେ ଆଜି ଦର ବୃଦ୍ଧି ଘଟିଛି କି କମ୍ ହୋଇଛି ଆସନ୍ତୁ ଜାଣିବା। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୫୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୮୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ଟଙ୍କା ଓ ୬୩ ,୨୩୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୦୦୦ ଟଙ୍କା ଓ ୬୩ ,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୮,୧୦୦ ଟଙ୍କା ଓ ୬୩ ,୩୮୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୦୦୦ ଟଙ୍କା ଓ ୬୩ ,୨୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୯ ,୫୦୦ ଟଙ୍କା ରହିଥିବା ନେଇ ହୋଇଛି।