ଅକ୍ଷୟ ତୃତୀୟା ଆଗରୁ କମିଲା ସୁନା ଦର ! ଏଠାରେ ଚେକ କରନ୍ତୁ ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୭୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୭୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୨୦ ହୋଇଛି ।

ଆସୁଛି ବିବାହ ଋତୁ । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୭୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୭୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୭୪୦ ଟଙ୍କା ଓ ୭୧,୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୮୯୦ ଟଙ୍କା ଓ ୭୧,୮୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୭୪୦ ଟଙ୍କା ଓ ୭୧,୭୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୪୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.