ନବରଙ୍ଗପୁର ବିଧାନସଭା ଆସନର ଫଳାଫଳ, ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ

ନବରଙ୍ଗପୁର : ରାଜ୍ୟରେ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ୍ ଗଣନା ଚାଲିଥିବା ବେଳେ ନବରଙ୍ଗପୁର ବିଧାନସଭା ଆସନର ଫଳାଫଳ ଆସିଯାଇଛି। ଏହି ଆସନରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଛନ୍ତି। ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ଗୌରୀ ମାଝୀଙ୍କୁ ୭୦୭୯ ଭୋଟ୍‌ରେ ପରାସ୍ତ କରିଛନ୍ତି ସଦାଶିବ।

Leave A Reply

Your email address will not be published.