ଶପଥ ନେବା ପରେ ଆଜି ଦିଲ୍ଲୀ ହଜ୍ ଖାସ୍ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ
ନୂଆଦିଲ୍ଲୀ(କେନ୍ୟୁଜ୍): କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ମନ୍ଦିର ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ଦିଲ୍ଲୀ ହଜ୍ ଖାସ୍ ଜଗନ୍ନାଥ ମନ୍ଦିରରେ ଯାଇ ପୂଜାର୍ଚ୍ଚନା କରିଛନ୍ତି । ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ତାଙ୍କ ପତ୍ନୀ ମୃଦଳା ପ୍ରଧାନ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ମନ୍ଦିର ଆଜି ପୂଜାର୍ଚ୍ଚନା କରିଥିଲେ ।