ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ବର: ରାଜ୍ୟାପାଳ ଗଣେଶୀଲାଲଙ୍କୁ ଭେଟିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଛନ୍ତି ବାଚସ୍ପତି ସୂର୍ଯ୍ୟ ପାତ୍ର । ବାଚସ୍ପତି ହେବା ପରେ ସେ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଗତକାଲି ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୂର୍ଯ୍ୟ ପାତ୍ର ।

Leave A Reply

Your email address will not be published.