ପେଟ୍ରୋଲ ଦର : ଜାଣନ୍ତୁ କେଉଁଠି କେତେ ଅଛି ମୂଲ୍ୟ
ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳ ଦରରେ ପରିବର୍ତ୍ତନ ହୋଇଛି । ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୧ ପଇସା…
Read More...