କମିସନରେଟ ପୋଲିସ ହାତରେ ସାଇବର ଠକ ସ୍ବାମୀ ସ୍ତ୍ରୀ ଗ୍ୟାଙ୍ଗ, ୪ ଗିରଫ
ଭୁବନେଶ୍ୱର : କମିସନରେଟ ପୋଲିସ ହାତରେ ସାଇବର ଠକ ସ୍ବାମୀ ସ୍ତ୍ରୀ ଗ୍ୟାଙ୍ଗ । ଗ୍ୟାଙ୍ଗ ର ୪ ସାଇବର ଠକ୍ କୁ ଗିରଫ କଲା ସାଇବର ଥାନା ପୋଲିସ। ଗିରଫ ଅଭିଯୁକ୍ତ ହେଲେ ମାଷ୍ଟର ମାଇଣ୍ଡ ଗଞ୍ଜାମ ଜଗନ୍ନାଥ ପ୍ରସାଦରୁ ଆସି ଏୟାରଫିଲ୍ଡ ଥାନା ଏକାମ୍ର ବିହାରରେ ରହୁଥିବା ତୃପ୍ତି ରଂଜନ ପାତ୍ର ଓ ତାଙ୍କ ସ୍ତ୍ରୀ ବାନଲତା ସାହୁ । ବଲାଙ୍ଗୀର ଅଂଚଳର ମାନସ ରଂଜନ ସୁନା ଓ ଏୟାରଫିଲ୍ଡ ଥାନା କଣ୍ଟିଲୋ ଗ୍ରାମର ନିହାର ରଞ୍ଜନ ପାଇକରାୟ ।…
Read More...