ଭୁବନେଶ୍ୱରରେ ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ ଧର୍ମାନୁଷ୍ଠାନ, ପ୍ରବେଶ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ ଧର୍ମାନୁଷ୍ଠାନ। ଭକ୍ତଙ୍କ ପ୍ରବେଶ ଉପରେ ଲାଗିଲା କଟକଣା। ମନ୍ଦିରରେ କେବଳ ନୀତିକାନ୍ତି ଓ ପୂଜାର୍ଚ୍ଚନା କରାଯିବ।

କରୋନାର ଦ୍ୱିତୀୟ ଲହର ପ୍ରକୋପକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ଧର୍ମର ଧର୍ମଗୁରୁ, କର୍ମକର୍ତ୍ତାଙ୍କ ସହ ଭର୍ଚୁଆଲରେ ଆଲୋଚନା କରାଯିବ। ଏନେଇ ଖୁବ୍‌ଶୀଘ୍ର ଗାଇଡ୍‌ଲାଇନ୍‌ ଜାରି କରାଯିବ।

Leave A Reply

Your email address will not be published.