ଅସହ୍ୟ ଖରାରେ ଜଳୁଛି ସାରା ଓଡିଶା, ୨୯ ଯାଏଁ ତାତିରେ ଲାଗିବନି ବ୍ରେକ୍
ଭୁବନେଶ୍ୱର (କେନ୍ୟୁଜ): ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ । ଅସହ୍ୟ ଖରାରେ ଜଳୁଛି ସାରା ଓଡିଶା । ଦିନକୁ ଦିନ ବଢ଼ୁଛି ତାତି । ଏହି ତାପମାତ୍ରା ଆହୁରି ବଢ଼ିବ । ୨ ଦିନ ମଧ୍ୟରେ ରାଜ୍ୟରେ ତାତି ଆଉ ୨ ଡିଗ୍ରୀ ଯାଏ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକ ତୁଳନାରେ ୪.୬ ଡିଗ୍ରୀ ଉପରେ ରହିବ । ଫଳରେ ପ୍ରବଳ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ । ଅତିଭୀଷଣ ଗ୍ରୀଷ୍ମଲହରୀ…
Read More...