ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର, କିଣିବା ପୂର୍ବରୁ ନଜର ପକାନ୍ତୁ
ବିବାହ ଋତୁ ଆସୁଥିବାରୁ ସୁନାର ଚାହିଦା ବଢିଛି । ତେବେ ଏହାରି ଭିତରେ ଆସିଛି ସୁନା ପ୍ରେମିକଙ୍କ ପାଇଁ ଖୁସି ଖବର । ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୯୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୮୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର…
Read More...