ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜିଠୁ ନାମାଙ୍କନ, ୫ଟି ଲୋକସଭା ଆସନରେ ହେବ ଭୋଟିଂ
ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଆଜିଠୁ ନାମାଙ୍କନ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ରାଜ୍ୟରେ ୫ଟି ଲୋକସଭା ଆସନରେ ଭୋଟିଂ ହେବ । ଏହି ଆସନ ଗୁଡ଼ିକ ହେଲା ବରଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କନ୍ଧମାଳ ଓ…