ଆଜିର ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

କିଛି ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିବାବେଳେ, ଭୁବନେଶ୍ୱରରେ ଦାମ ପରିବର୍ତ୍ତିତ ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ…

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି ।  ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାରି ଭିତରେ ଆସିଛି ଏକ ଆଶ୍ବସ୍ତିକର ଖବର ଆସିଛି। ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି…

୨୪ ମହାସଂଗ୍ରାମ: ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ, ସୋନପୁରରୁ ଆରମ୍ଭ କରିବେ ପ୍ରଚାର

ଭୁବନେଶ୍ୱର (କେନ୍ୟୁଜ): ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ ।  ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ପ୍ରଚାର ପାଇଁ ଶାହଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ରାଜ୍ୟ ବିଜେପିର ନେତା ଓ କର୍ମୀ ଉତ୍ସାହିତ ହୋଇଛନ୍ତି ।  ରାଜ୍ୟ ସରକାରଙ୍କ ପ୍ରତି ତାଙ୍କର କିପରି ଆଭିମୁଖ୍ୟ…

ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସରିଲା ପ୍ରଚାର, କାଲି ୮୯ ଆସନରେ ହେବ ମତଦାନ

ନୂଆଦିଲ୍ଲୀ : ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସରିଲା ପ୍ରଚାର, କାଲି ଭୋଟ । ଆସନ୍ତାକାଲି ୮୯ ଆସନରେ ହେବ ମତଦାନ । ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୮୯ ଆସନରେ ମତଦାନ ହେବ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟାରେ ଶେଷ ହେବ। ଦ୍ବିତୀୟ ପର୍ଯ୍ୟାୟରେ ମୋଟ…

ଆଜି ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲର ଶେଷ ଦିନ, ୪ ଲୋକସଭା ଆସନରେ ହେବ ଭୋଟିଂ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ପ୍ରଥପ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ ଭୋଟିଂ ହେବ । ମେ ୧୩ରେ ହେବ ଭୋଟଗ୍ରହଣ। ଗତ ୨୦୧୯…

ଆହୁରି ୧୦ ଦିନ ଜାଳିବ, ମେ ୪ ଯାଏଁ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର (କେନ୍ୟୁଜ): ଆହୁରି ୧୦ ଦିନ ଯମ ଯନ୍ତ୍ରଣା । ହୁତହୁତ ହୋଇ ଜଲିବ ଓଡ଼ିଶା ।  ମେ ୪ ଯାଏଁ ନିସ୍ତାର ଆଶା କମ୍ । କାଳବୈଶାଖୀ ବର୍ଷା ସତ୍ତ୍ବେ ତାତିରେ ଲାଗୁନି ବ୍ରେକ । ୪୩.୨ ଡିଗ୍ରୀ ସହ ଭୁବନେଶ୍ବର ଓ ନୂଆପଡ଼ା ଗତକାଲି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ୪୧ ସହର ଉପରେ…

ନିଜ ଗଡ଼ରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି : ୨୦୩୬ରେ ଓଡ଼ିଶା ହେବ ଏକ ନମ୍ବର ‘ସମୃଦ୍ଧ ଓ ସଶକ୍ତ ରାଜ୍ୟ’

ବ୍ରହ୍ମପୁର (କେନ୍ୟୁଜ): ଆଜି ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ଏହି ଅବସରରେ ଭୋଟରଙ୍କୁ 5T ରୂପାନ୍ତରଣ ଗ୍ୟାରେଣ୍ଟି ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର…

ଆହୁରି ଜଳିବ, ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ବରରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି , ଆହୁରି ଜଳିବ । ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାଲେଶ୍ବର । ବାଲେଶ୍ବରରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୪୧ ଡିଗ୍ରୀ, ଚାନ୍ଦବାଲିରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଝାରସୁଗୁଡାରେ ୯.୨,…

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ, ଜୟ ଜଗନ୍ନାଥ ଓ ଜୟ ମା’ ତାରିଣୀ କହି ବିଶାଳ ଜନସମାବେଶକୁ କଲେ ସମ୍ବୋଧନ

ବ୍ରହ୍ମପୁର (କେନ୍ୟୁଜ): ୨୦୨୪ ନିର୍ବାଚନ ପାଇଁ ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ । ନିଜର ପାରମ୍ପରିକ ଆସନରୁ ଚଳିତ ନିର୍ବାଚନ ପାଇଁ ବିଧିବଦ୍ଧ ପ୍ରଚାର ଆରମ୍ଭ କରିଛନ୍ତି । ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଅଛନ୍ତି । ବିଜେଡି ସୁପ୍ରିମୋଙ୍କୁ ଫୁଲ ମାଳ ଦେଇ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ, ନିଆଁଲିଭା କାର୍ଯ୍ୟରେ ଓଡ୍ରାଫ ଓ ବନ କର୍ମଚାରୀ ମୁତୟନ

କରଞ୍ଜିଆ (କେନ୍ୟୁଜ): ଲିଭୁନି ଶିମିଳିପାଳର ନିଆଁ । ୨୭୫୦ ବର୍ଗ କିଲୋମିଟର ଶିମିଳିପାଳ ଅଭୟାରଣ୍ୟ ଏବେ ବିପଦରେ । ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ନିଆଁ ମାଡି ଚାଲିଛି । ଗତକାଲି ଶିମିଳିପାଳରେ ନିଆଁ ଲାଗିନଥିଲା । ଆଜି ପୁଣି ସିମିଳିପାଳର ୮ ଟି ପଏଣ୍ଟରେ ଲାଗିଛି ନିଆଁ । ଦିନ ବେଳେ…

ଆଜି ବସିବ ଛତିଶା ନିଯୋଗ ବୈଠକ, ଚନ୍ଦନ ଯାତ୍ରା ପାଇଁ ରୂପରେଖ ହେବ ଚୂଡାନ୍ତ

ପୁରୀ (କେନ୍ୟୁଜ): ଆଜି ବସିବ ଛତିଶା ନିଯୋଗ ବୈଠକ । ଅପରାହ୍ଣ ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ କରାଯିବ । ଆସନ୍ତା ମେ ୧୦ ତାରିଖରେ ହେବାକୁ ଥିବା ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ ଓ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ…

ଆଜି ବି ଅସମ୍ଭାଳ ତାତି, ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ଲହରୀ ଆତଙ୍କ । ଗତ କିଛି ଦିନ ଧରି ଭୟଙ୍କର ତାତିରେ ଭାଜି ହେଉଛି ଓଡ଼ିଶା । ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି । ସେହିପରି ଅନୁଗୁଳ ଓ ବାଲେଶ୍ବରରେ ୩୫ ଓ ଭୁବନେଶ୍ବର ତାପମାତ୍ରର ୩୪.୨ ଡିଗ୍ରୀ ରେକର୍ଡ ହୋଇଛି । ଆଗକୁ…