ପରୀକ୍ଷା ପାଇଁ ଯିବାବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ
ନବରଙ୍ଗପୁର (କେନ୍ୟୁଜ): ପାପଡାହାଣ୍ଡି ମୃଗ ବିହାର ନିକଟରେ ଅଜଣା ଗାଡି ଧକ୍କାରେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ଜଣକ ନବରଙ୍ଗପୁରର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜି. ଈଶ୍ୱର ରାଓ ବୋଲି ଜଣାପଡ଼ିଛି।
ସୂଚନା ଯୋଗ୍ୟ ନବରଙ୍ଗପୁର ସହରର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜି ଈଶ୍ୱର ରାଓ ଓ ଆକାଶ ଷଡ଼ଙ୍ଗୀ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ଏକ ସ୍କୁଟି (ଓଡି୨୪ଜେ ୩୧୦୯) ଯୋଗେ ପାପଡ଼ାହାଣ୍ଡି ଆଦର୍ଶ ବିଦ୍ୟାଳୟକୁ ଯାଉଥିଲେ।…
Read More...