ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳାରେ ଓଡ଼ିଶାକୁ ସ୍ବର୍ଣ୍ଣ ପଦକ
ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳାରେ ଓଡ଼ିଶାକୁ ସ୍ବର୍ଣ୍ଣ ପଦକ। ନୂଆଦିଲ୍ଲୀ ପ୍ରଗତି ମୈଦାନରେ କେନ୍ଦ୍ର ସରକାରଙ୍କ ବାଣିଜ୍ଯ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ୪୨ତମ ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳାରେ ଓଡିଶାକୁ ମିଳିଛି ସ୍ବର୍ଣ୍ଣ ପଦକ। ଦେଶର ସମସ୍ତ ରାଜ୍ଯ ଓ କେନ୍ଦ୍ର ଶାସିତ ଅଞ୍ଚଳ ତଥା…