କରୋନା ଭାଇରସ୍ ପାଇଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ଛାତ୍ରଛାତ୍ରୀ ପାସ୍, ସିବିଏସ୍ଇ କଲା ଘୋଷଣା
କରୋନା ଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍(ସିବିଏସ୍ଇ) ତା’ର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ପାସ୍ ଘୋଷଣା କରିଛି ।
ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ସିବିଏସ୍ଇ ଏହି…