Sasmita

ଏହି କ୍ରୁଜ୍‌ ସବୁଠୁ ଦାମୀ, ଅମ୍ବାନୀଙ୍କ ପାର୍ଟି ଜାହଜ ଏହା ତୁଳନାରେ କିଛି ନୁହେଁ

ଦୁନିଆର ସବୁଠୁ ବଡ କ୍ରୁଜ୍ ଜାହାଜ । ୧୨୦୦ ଫୁଟ ଲମ୍ବ ଏବଂ ୨୦ ମହଲା ଉଚ୍ଚ ଆଇକନ୍ ନାମକ ଏହି କ୍ରୁଜ୍ ।ଏହି କ୍ରୁଜରେ କେବଳ…

3 hours ago

ଭାରତରେ ଏହି ସ୍ଥାନ ଚା’ ପିଉଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଜାଣନ୍ତୁ …

ରାତି ପାହିଲେ କପେ ଚା’ ନ ପିଇଲେ ଦିନ ଆରମ୍ଭ ହୁଏ ନାହିଁ । ମନ ଭଲ ଲାଗେ ନାହିଁ । ଚା’ର ବାସ୍ନାରେ ହିଁ ସବୁ…

5 hours ago

ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ, ଦେଖିବା ପରେ ପୋଲିସର ହୋସ୍‌ ଉଡ଼ିଗଲା…

ଅନେକ ଥର ପୋଲିସ ମୃତଦେହକୁ ଏପରି ଅବସ୍ଥାରେ ପାଇଥାଏ ଯାହାକୁ ଚିହ୍ନିବା କଷ୍ଟକର । କିନ୍ତୁ ଏହା ମଣିଷମାନଙ୍କ କ୍ଷେତ୍ରରେ ଘଟେ । କିନ୍ତୁ ପଶୁମାନଙ୍କ ସହିତ…

7 hours ago

ବୁଲେଟ୍‌ ଡ୍ରାଇଭରକୁ ରାସ୍ତାରେ ଅଟକାଇଲା ପୋଲିସ, ଚାଲାଣ କାଟିବା ପୂର୍ବରୁ କିଛି ଘଟିଲା ଏମିତି…

ଯଦି ଆପଣ ରାସ୍ତାରେ ଯାଉଛନ୍ତି, ଟ୍ରାଫିକ୍ ନିୟମ ପାଳନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ନିୟମ ନ ମାନିଲେ ଆପଣଏକ ବଡ଼ ଦୁର୍ଘଟଣାର ଶିକାର ହୋଇପାରନ୍ତି ।…

8 hours ago

ଭୋଟ ଗଣତି କେନ୍ଦ୍ରକୁ ମୋବାଇଲ ବାରଣ

ଭୁବନେଶ୍ୱର(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି । ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ ପେଡି । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି । ୨୧…

1 day ago

ଶ୍ରୀକ୍ଷେତ୍ର ଭଉଁରୀ ବାଣ ବିସ୍ପୋରଣ ଘଟଣାରେ ୪ ଗିରଫ

ପୁରୀ(କେନ୍ୟୁଜ୍‌) : ପୁରୀ ବାଣ ବିସ୍ଫୋରଣ ଘଟଣାରେ ୪ ଗିରଫ । ଗିରଫ ଅଭିଯୁକ୍ତ ବାଣ ବେପାରୀ ଚାରିଛକର ପ୍ରଶାନ୍ତ କୁମାର ନାୟକ, ଟୁକୁ ରଞ୍ଜନ ସ୍ବାଇଁ…

1 day ago

ଛତିଶଗଡ଼ରୁ ଯାଉଥିଲେ ଜଗା ପାଖକୁ ଅଧାବାଟରୁ ଡାକିନେଲା ଯମ

ଲାଗିଥିଲା କାଳିଆ ଡୋରି । ଭାବିଥିଲେ ଆଜି ଟିକିଏ ପୁରୀ ଯାଇ କାଳିଆ ଦର୍ଶନ କରିବେ । ଆଉ ଦର୍ଶନ ସାରି ସମସ୍ତେ ଘରକୁ ଫେରିବେ ।…

1 day ago

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ ସମସ୍ତେ ତତ୍ପର। ଫୋକସରେ ଅଛନ୍ତି ସମସ୍ତ…

1 day ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ ପ୍ରବାହ । ହେଲେ ଆସନ୍ତାକାଲିଠାରୁ ପୁଣି…

1 day ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୋଲିସକୁ ବଡ଼ ସଫଳତା…

1 day ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ ଚାଳକର ମୃତ୍ୟୁ ହୋଇଥିବା ଘଟଣା ସାମ୍ନାକୁ…

1 day ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଖୁବଶୀଘ୍ର ନୂଆ…

1 day ago