ଗଞ୍ଜାମ ଜିଲ୍ଲାର ୨ ବ୍ଲକ ଅଧ୍ୟକ୍ଷ ଦେଲେ ଇସ୍ତଫା
ଗଞ୍ଜାମ(କେନ୍ୟୁଜ୍): ଇସ୍ତଫା ଦେଲେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକର ଅଧ୍ୟକ୍ଷ । ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା ଓ କବିସୂର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ସ୍ବାଇଁ ଇସ୍ତଫା ଦେଇଛନ୍ତି । ଇସ୍ତଫା ପଛର କାରଣ ବ୍ୟକ୍ତିଗତ ବୋଲି ଉଭୟ ଉଲ୍ଲେଖ କରିଛନ୍ତି । ଦୈତାରୀ ବେହେରା…