ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ
ମେଷ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।
ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ…