ଘଟଗାଁ: ଏବେବି ସତେଜ ରହିଛି ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଧାରୁଆ ଅସ୍ତ୍ରରେ ହାଣିଦେଲେ
ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଭୋଳବେଡା ଗ୍ରାମରେ ଜଣେ ବୃଦ୍ଧାଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଗ୍ରାମର କୁନି ମୁଣ୍ଡାଙ୍କୁ ରାତିରେ ଘରେ ସୋଇଥିବା ବେଳେ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ଘଟଗାଁ ପୋଲିସ ଓ ସାଇଣ୍ଟିଫିକ ଟିମ…