NEET-UG ୨୦୨୬ ପରୀକ୍ଷା ପାଇଁ ସହର ସୂଚନା ଜାରି, ୱେବସାଇଟକୁ ଯାଇ କରିପାରିବେ ଚେକ୍
ନୂଆଦିଲ୍ଲୀ : NEET-UG ପେପର ଲିକ୍ ହେବା ପରେ ପୁଣିଥରେ ପରୀକ୍ଷା କରାଯାଉଛି । ଜୁନ୍ ୨୧ ତାରିଖରେ ଆଉଥରେ ନିଟ୍ ପରୀକ୍ଷା କରାଯିବ । ଏଥିପାଇଁ ପରୀକ୍ଷା ପାଇଁ ସହର ସୂଚନା ଘୋଷଣା କରିଛି ଏନଟିଏ । ପରୀକ୍ଷାର୍ଥୀ ସହର ସୂଚନା ଦେଖିବା ପାଇଁ ଆବେଦନ ନମ୍ବର ଏବଂ ପାସୱାର୍ଡ ଦେଇ ଲଗ୍ ଇନ୍ କରିବା…