ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ଦାମ୍
ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧ ପଇସା ବଢ଼ି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧ ପଇସା ବଢ଼ି ୯୪ ଟଙ୍କା ୭୬ ପଇସା ରହିଛି।
ସେହିପରି ଦେଶର ପ୍ରମୁଖ ସହରରେ ବି…