ଖୁସି ଖବର! ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ, ଜାଣନ୍ତୁ ଲିଟର ପିଛା ଆଜି କେତେ ଅଛି ଦାମ୍
କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୮ ପଇସା କମି ୧୦୩ ଟଙ୍କା ୧୧ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮ ପଇସା କମି ୯୪ ଟଙ୍କା ୬୮ ପଇସା ହୋଇଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା…