ଜାତୀୟ ନାଗରିକ ରେଜିଷ୍ଟର ପ୍ରସ୍ତୁତ କରିବାକୁ ପୁଣି ଅଣ୍ଟା ଭିଡ଼ିଲେଣି ସରକାର, ୩ ବର୍ଷ ତଳେ ସିଏଏକୁ ନେଇ ଜଳିଥିଲା…

ନୂଆଦିଲ୍ଲୀ: ଜାତୀୟ ନାଗରିକ ରେଜିଷ୍ଟର ବା ଏନ୍‌ଆରସି ପ୍ରସ୍ତୁତ କରିବାକୁ କେନ୍ଦ୍ର ସରକାର ପୁଣି ଅଣ୍ଟା ଭିଡ଼ିଛନ୍ତି। ଜାତୀୟ ନାଗରିକ ରେଜିଷ୍ଟର ପ୍ରସ୍ତୁତି ସହ ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏକୁ ନେଇ ୩ ବର୍ଷ ତଳେ ସାରା ଦେଶରେ ଜୋରଦାର ବିକ୍ଷୋଭ ହୋଇଥିଲା। ବର୍ତ୍ତମାନ ଏହି…

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୬୩ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

ମୁଣ୍ଡ ବିନ୍ଧା ବଢ଼ାଇଛି ଚାଷୀ ଆତ୍ମହତ୍ୟା, ୮ ମାସ ଭିତରେ ଜୀବନ ହାରିଛନ୍ତି ୧୮୭୫ କୃଷକ

ମୁମ୍ବାଇ: ମହାରାଷ୍ଟ୍ରରେ ମୁଣ୍ଡ ବିନ୍ଧା ବଢ଼ାଇଛି ଚାଷୀ ଆତ୍ମହତ୍ୟା। ଖବର ମୁତାବକ, ଜାନୁୟାରୀରୁ ଅଗଷ୍ଟ ମଧ୍ୟରେ ୧୮୦୦ରୁ ଅଧିକ କୃଷକ ଋଣ ଏବଂ ସରକାରଙ୍କ ଉଦାସୀନତା କାରଣରୁ ଜୀବନ ହାରୁଛନ୍ତି। ଜଣାପଡ଼ିଛି ଯେ ଅଧିକାଂଶ କୃଷକ ଆତ୍ମହତ୍ୟା କରି ଜୀବନ ହାରିଛନ୍ତି। ବିଶେଷ କଥା ହେଉଛି ମହାବିକାଶ…

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୮୪ ନୂଆ ପଜିଟିଭ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ ୧୫ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

ଧମକ ପରେ ଅଲଇଣ୍ଡିଆ ଇମାମ ସଂଗଠନ ମୁଖ୍ୟ ଉମର ଅହମ୍ମଦ ଇଲିଆସିଙ୍କୁ ‘ଓ୍ଵାଇ’ ପ୍ଲସ୍ ସିକ୍ୟୁରିଟି

ନୂଆଦିଲ୍ଲୀ: ଅଲଇଣ୍ଡିଆ ଇମାମ ସଂଗଠନ ମୁଖ୍ୟ ଉମର ଅହମ୍ମଦ ଇଲିଆସିଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ମିଳିଛି ଓ୍ଵାଇ ପ୍ଲସ୍ ସୁରକ୍ଷା। ଏହି ସୁରକ୍ଷା ପାଇଁ ଇଲିଆସି କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ମଝିରେ ମଝିରେ ଅନେକ ଥର ଧମକ ଆସିଛି। ଇଂଲଣ୍ଡ ନମ୍ବରରୁ…

୨୪ ଘଣ୍ଟାରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

‘ଆଜି ସୂର୍ଯ୍ୟ ବିନା ସକାଳ ଅନୁଭବ କଲି’… ବାପାଙ୍କୁ ମନେ ପକାଇ ଇମୋସନାଲ ହେଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଅନ୍ତିମ ସଂସ୍କାର ପରେ ପୁଅ ଅଖିଳେଶ ଯାଦବ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି। ନିଜ ଦୁଃଖକୁ ସେ ଟ୍ୱିଟ ଯୋଗେ ପ୍ରକାଶ କରିଛନ୍ତି। ଏକ ଭାବପ୍ରବଣଭରା ଟ୍ୱିଟ୍ କରି ସେ ଦିବଂଗତ ବାପାଙ୍କୁ ମନେ ପକାଇଛନ୍ତି। ଉତ୍ତର ପ୍ରଦେଶର…

୨୪ ଘଣ୍ଟାରେ ଓଡ଼ିଶାରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

୨୪ ଘଣ୍ଟାରେ ଓଡ଼ିଶାରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

ପୁଟିନଙ୍କ ସହ କୌଣସି ସାଲିସ କରିବୁନି, ଆଲୋଚନା ବେଳେ ମୋଦିଙ୍କୁ ଏମିତି କହିଲେ ଜେଲେନ୍‌ସ୍କି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଦିିମିର ଜେଲେନସ୍କିଙ୍କ ସହ ଟେଲିଫୋନ୍‌ ଯୋଗ କଥା ହୋଇ ଶାନ୍ତିର ବାର୍ତ୍ତା ଦେଇଛନ୍ତି। ମୋଦି କହିଛନ୍ତି, ସାମରିକ ଯୁଦ୍ଧ ସମାଧାନର ବାଟ ନୁହେଁ। ଆଣବିକ ପ୍ରତିଷ୍ଠାନ ଉପରେ ବିପଦ ବିନାଶ ଉପୁଜାଇପାରେ। ରୁଷ…

ନବୀନଙ୍କ ‘ମିଶନ ଶକ୍ତି’ ପୂରଣ କରିବ କି ମହାତ୍ମାଗାନ୍ଧିଙ୍କ ସ୍ୱରାଜ ଗ୍ରାମ ଗଠନ ସ୍ୱପ୍ନ !

ଅକ୍ଟୋବର ୨ରେ ଜାତିର ପିତା ମହାତ୍ମାଗାନ୍ଧିଙ୍କ ଜୟନ୍ତୀ ଅବସରରେ ରାଜ୍ୟର କୋଣ ଅନୁକୋଣରେ ପରିକ୍ରମା କରି ଅହିଂସା ରଥ ଗାନ୍ଧିଜୀଙ୍କ ବାର୍ତ୍ତା ବାଣ୍ଟିଛି। ଅନ୍ୟପଟେ ରାଜ୍ୟରେ ଶାସନ ଗାଦିରେ ବସିଥିବା ବିଜୁ ଜନତା ଦଳ ବି ତାର ପଦଯାତ୍ରା କାର୍ଯ୍ୟକ୍ରମ ଅକ୍ଟୋବର ୨ରୁ ଆରମ୍ଭ କରିଛି। ନବୀନ ସରକାର…

କମିଲା ସଂକ୍ରମଣ: ୨୪ ଘଣ୍ଟାରେ ଓଡ଼ିଶାରେ ୬୮ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…