ବଢ଼ୁଛି ସଂକ୍ରମଣ: ୨୪ ଘଣ୍ଟାରେ ଓଡ଼ିଶାରେ ୯୧ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍…

ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହେଲେ ଟିନା ଡାବିଙ୍କ ପୂର୍ବ ସ୍ୱାମୀ ଅତହର, ସାମ୍ନାକୁ ଆସିଲା ନିକାହର…

ଆଇଏଏସ୍‌ ଅଫିସର ଟିନା ଡାବିଙ୍କ ପୂର୍ବତନ ସ୍ୱାମୀ ତଥା ଶ୍ରୀନଗର ମ୍ୟୁନିସିପାଲଟି କର୍ପୋରେସନ୍‌ର କମିଶନର ଆଇଏଏସ୍‌ ଅତହର ଆମିର ଖାନ୍‌ ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜମ୍ମୁ-କାଶ୍ମୀରର ଡାକ୍ତର ମହରିନ କାଜୀଙ୍କୁ ବିବାହ କରିଛନ୍ତି। ଅତହର ଆମିର ଓ ମହରୀନଙ୍କ…

ଏଣିକି ଗୋଟିଏ ଆପ୍‌ରେ କରିପାରିବେ ସବୁ ସାଇଟ୍‌ରୁ ସପିଂ, ସରକାର ଆରମ୍ଭ କଲେ ବିଟା ଟେଷ୍ଟ

ଆମାଜନ୍‌, ଫ୍ଲିପ୍‌କାର୍ଟ ଭଳି ବିଦେଶୀ କମ୍ପାନୀର ଜୁଲମରୁ ଦେଶର ଗ୍ରାହକଙ୍କୁ ମୁକୁଳାଇବା ସହ ଖୁଚୁରା ଦୋକାନୀଙ୍କ ସମେତ ଦେଶୀୟ ଦୋକାନୀ ତଥା ବ୍ୟବସାୟୀଙ୍କୁ ପ୍ରୋତ୍ସାହନ ଦେବାକୁ ବେଙ୍ଗାଲୁରୁରେ ଆରମ୍ଭ ହୋଇଛି ବିଟା ଟେଷ୍ଟ। ସରକାରଙ୍କ ନିଜସ୍ୱ ଷ୍ଟାର୍ଟ ଅପ୍‌ ଓଏନ୍‌ଡିସି ବା ଓପନ…

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ, ଜାଣନ୍ତୁ ଲିଟର ପିଛା ଆଜି କେତେ ଅଛି ଦାମ୍

କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୨୮ ପଇସା କମି ୧୦୩ ଟଙ୍କା ୧୯ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୨୭ ପଇସା କମି ୯୪ ଟଙ୍କା ୭୬ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ…

ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ଦର

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୫୦ ଟଙ୍କା ବଢ଼ି ୪୬,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୩୮୦ ଟଙ୍କା ବଢ଼ି ୫୧,୧୧୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ…

୨୪ ଘଣ୍ଟାରେ ୬୭ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨ ଜଣ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍…

୨୪ ଘଣ୍ଟାରେ ୧୩୧ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୦ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୫ ଜଣ ୧୮ ବର୍ଷରୁ କମ୍…

ସାପ୍ତାହିକ ରାଶିଫଳ! ଜାଣନ୍ତୁ, କେମିତି କଟିବ ପୂରା ସପ୍ତାହ

ମେଷ : ମେଷ ରାଶିର ଲୋକଙ୍କ ପାଇଁ ଏହି ସପ୍ତାହ ପୂର୍ବ ସପ୍ତାହ ଅପେକ୍ଷା ଅଧିକ ଶୁଭ ରହିବ। କ୍ୟାରିୟର-ବ୍ୟବସାୟ ମାମଲାରେ କାହାକୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତୁ ନାହିଁ। ନଚେତ୍ ଠକାମୀର ଶିକାର ହୋଇପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରନ୍ତୁ…

ଡେଙ୍ଗା ଦେଖାଯିବାରୁ ଟ୍ରୋଲ ହେଲେ ଅନନ୍ୟା ପାଣ୍ଡେ, ଲୋକେ କହିଲେ- ବୁର୍ଜ ଖଲିଫାର ସାନ ଭଉଣୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେଙ୍କ ଲାଡ୍‌ଲୀ ଅନନ୍ୟା ପାଣ୍ଡେ ସୋସିଆଲ୍‌ ମିଡିଆରେ ଖୁବ୍‌ ଟ୍ରୋଲ୍‌ ହେଉଛନ୍ତି। ନିକଟରେ ଅନନ୍ୟାଙ୍କୁ ଫିଲ୍ମ ‘ଲାଇଗର’ରେ ଦେଖିବାକୁ ମିଳିଥିଲା, ଯାହା ବକ୍ସ ଅଫିସରେ ଫ୍ଲପ୍‌ ହୋଇଥିଲା। ଏବେ ଏକ ନୂଆ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି ଅନନ୍ୟା।…

ଦୁନିଆରେ ୨୫% ମୁସଲମାନ ଅଛନ୍ତି, କିନ୍ତୁ ଟିଭି ଶୋ’ରେ ମାତ୍ର ୧% ହିଁ କାମ କରୁଛନ୍ତି: ମଲାଲା

ନୂଆଦିଲ୍ଲୀ: ନୋବେଲ ଶାନ୍ତି ପୁରସ୍କାର ବିଜେତା ମଲାଲା ୟୁସୁଫ୍‌ଜାଇ ନିକଟରେ ହଲିଉଡ୍‌ରେ ପ୍ରତିନିଧିତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଜନସଂଖ୍ୟାର ୨୫ ପ୍ରତିଶତ ମୁସଲମାନ ଅଛନ୍ତି। କିନ୍ତୁ ପ୍ରମୁଖ ଟିଭି ଶୋ’ରେ ମାତ୍ର ଏକ ପ୍ରତିଶତ ମହିଳା କଳାକାର କାମ କରୁଥିବା ଦେଖା…

୨୪ ଘଣ୍ଟାରେ ୨୦୯ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୩ ଜଣ ୧୮ ବର୍ଷରୁ କମ୍‌…

୨୪ ଘଣ୍ଟାରେ ୧୮୦ କରୋନା ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୩୧ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ସାମାନ୍ୟ କମିଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ…