ବିଶ୍ୱ ଦକ୍ଷତା କେନ୍ଦ୍ରର ୪୩ ଜଣ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ କମ୍ପାନିରେ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର : ୧୮ ଏପ୍ରିଲ, ୨୦୨୪: ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି କ୍ରମରେ ୨୦୨୩-୨୪ ବ୍ୟାଚରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀଙ୍କ ଭିତରୁ ୪୩ ଜଣ ଟାଟା ଷ୍ଟିଲ, ଆର୍ସେଲର…
Read More...